କଳାହାଣ୍ଡିରେ ପୋଲିସ – ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟରେ ତିନି ମାଓବାଦୀ ମୃତ, ଡିଏସପି ଆହତ

Spread the love

ଭୁବନେଶ୍ୱର -କଳାହାଣ୍ଡି ଜିଲ୍ଲା କଳାହାଣ୍ଡି ଜିଲ୍ଲା ଏମ୍‌. ରାମପୁର ଥାନା ଟାପରାଙ୍ଗ ଜଙ୍ଗଲରେ ପୋଲିସ ଓ ମାଓବାଦୀ ମୁହାଁମୁହିଁ ହେବା ପରେ ଗୁଳି ବିନିମୟରେ ତିନି ଜଣ ମାଓବାଦୀଙ୍କ ମୃତ୍ୟୁ ହୋଇଛି । ଏହି ଗୁଳିବିନିମୟରେ ଜଣେ ଡିଏସପି ଆହତ ହୋଇଛନ୍ତି । ତାଙ୍କୁ ବଲାଙ୍ଗୀର ସ୍ଥିତ ମେଡିକାଲ କଲେଜକୁ ସ୍ଥାନାନ୍ତରିତ କରାଯାଇଛି ।

ଦୀର୍ଘ ଦିନର ବ୍ୟବଧାନ ପରେ କଳାହାଣ୍ଡି ପୋଲିସ ଓ ଗୁଇନ୍ଦା ତଥ୍ୟ ଆଧାରରେ ସିଆରପିଏଫ୍ ପକ୍ଷରୁ କମ୍ବିଂ ଅପରେସନ କରାଯାଇଥିଲା । ଏଥିରେ ପୋଲିସ ମାଓବାଦୀ ମଧ୍ୟରେ ଗୁଳି ବିନିମୟ ହୋଇଥିଲା ।

Leave a Reply

Your email address will not be published. Required fields are marked *