ପାରିବାରିକ କଳହରୁ ସ୍ୱାମୀକୁ ଛୁରୀରେ ଭୁସି ସ୍ତ୍ରୀ ଓ ପୁଅ କଲେ ହତ୍ୟା

Spread the love

ଭୁବନେଶ୍ୱର : ଭଦ୍ରକରେ ପାରିବାରିକ କଳହରୁ ସ୍ୱାମୀକୁ ଛୁରୀରେ ଭୁସି ସ୍ତ୍ରୀ ଓ ପୁଅ ହତ୍ୟା କରିଛନ୍ତି । ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧୀନସ୍ଥ ବାଣିତିଆ ପଞ୍ଚାୟତ ମହଲା ସାହିରେ ଏହି ଅଭାବନୀୟ ଘଟଣା ଘଟିଛି । ଏହା ପରେ ଗ୍ରାମବାସୀ ମାନେ ସ୍ତ୍ରୀ ଓ ପୁଅକୁ ଗଛରେ ବାନ୍ଧି ମାଡ ମାରିଥିବା ଜଣା ପଡିଛି । ଘଟଣା ସମ୍ପର୍କରେ ସୂଚନା ପାଇବା ପରେ ଭଦ୍ରକ ଗ୍ରାମାଞ୍ଚଳ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ପହଞ୍ଚି ସ୍ତ୍ରୀ ଓ ପୁଅକୁ ଅଟକ ରଖିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି  ।

Leave a Reply

Your email address will not be published. Required fields are marked *