ନୂଆଦିଲ୍ଲୀ : ଭାରତ ସରକାରଙ୍କ ଅର୍ଥ ମନ୍ତ୍ରଣାଳୟ ଅଧୀନ ବ୍ୟୟ ବିଭାଗ ଦ୍ୱାରା ଚଳିତ ଆର୍ଥିକ ବର୍ଷରେ ଦେଶର ୧୬ ରାଜ୍ୟ ପାଇଁ ୫୬,୪୧୫ କୋଟି ଟଙ୍କାର ପୁଞ୍ଜି ବିନିଯୋଗ ପ୍ରସ୍ତାବକୁ ମଞ୍ଜୁର କରାଯାଇଛି । ‘ପୁଞ୍ଜି ନିବେଶ ପାଇଁ ରାଜ୍ୟମାନଙ୍କୁ ସ୍ୱତନ୍ତ୍ର ସହାୟତା ଯୋଜନା-୨୦୨୩-୨୪’ ଅଧୀନରେ ଏହି ଅନୁମୋଦନ ମିଳିଛି । ୨୦୨୩-୨୪ ଆର୍ଥିକ ବର୍ଷରେ ଓଡ଼ିଶାକୁ ପୁଞ୍ଜି ନିବେଶ ନିମନ୍ତେ ୪ ହଜାର ୫୨୮ କୋଟି ଟଙ୍କା ପ୍ରଦାନ ନିମନ୍ତେ ବ୍ୟବସ୍ଥା କରାଯାଇଛି ।

Naxatra News is now on Whatsapp
Join and get latest news update delivered to you via whatsapp
Join Now