ନିଟ୍-ପିଜି ପରୀକ୍ଷା ଘୁଞ୍ଚାଇବା ଆବେଦନ ଖାରଜ

ଆସନ୍ତା ଅଗଷ୍ଟ ୧୧ରେ ଅନୁଷ୍ଠିତ ହେବାକୁ ଥିବା ନିଟ୍-ପିଜି ପରୀକ୍ଷା ଘୁଞ୍ଚାଇବାକୁ ଯେଉଁ ଆବେଦନ କରାଯାଇଥିଲା , ତାହାକୁ ସୁପ୍ରିମକୋର୍ଟ ଖାରଜ କରିଦେଇଛନ୍ତି । ପ୍ରଧାନ ବିଚାରପତି ଜଷ୍ଟିସ ଡି.ୱାଇ . ଚନ୍ଦ୍ରଚୂଡ , ଜଷ୍ଟିସ ମନୋଜ ମିଶ୍ର ଏବଂ ଜଷ୍ଟିସ ଜେ.ବି ପାର୍ଦିୱାଲାଙ୍କୁ ନେଇ ଗଠିତ ତିନି ଜଣିଆ ପୀଠ ଶୁକ୍ରବାର ମାମଲାର ଶୁଣାଣି କରି ଉପରୋକ୍ତରାୟ ଦେଇଛନ୍ତି।

ନିଟ୍ ପରୀକ୍ଷା ସ୍ଥଗିତ ରଖି ୨ ଲକ୍ଷ ପରୀକ୍ଷାର୍ଥୀଙ୍କ କ୍ୟାରିୟରପାଇଁ କ୍ଷତି ପହଞ୍ଚାଇବା ଆଦୌ ଯୁକ୍ତିସଙ୍ଗତ ନୁହେଁ ।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *