ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ସ୍ଥାନୀୟ ପ୍ରଦର୍ଶନୀ ପଡିଆରେ ବହୁ ପ୍ରସିଦ୍ଧ ବାର୍ଷିକ ଆଦିବାସୀ ମେଳାର ଉଦଘାଟନ କରିଛନ୍ତି । ପ୍ରବାସୀ ଭାରତୀୟ ଦିବସ କାର୍ଯ୍ଯକ୍ରମ ଉପଲକ୍ଷେ ଏହି ମେଳାକୁ ଚଳିତ ବ୍ଷ ଆଗୁଆ କରାଯାଇ ଜାନୁଆରୀ ୫ରୁ ଜାନୁଆରୀ ୧୫ ପର୍ଯ୍ୟନ୍ତ ଆୟୋଜନ କରାଯାଉଛି ।
Naxatra News is now on Whatsapp
Join and get latest news update delivered to you via whatsapp
Join Now