ଇଥିଓପିଆରେ ଭୂକମ୍ପ ଝଟକା

ଇଥିଓପିଆରେ ବଡ଼ ଧରଣର ଭୂକମ୍ପ ଝଟକା। ଶନିବାର ସକାଳେ ଇଥିଓପିଆରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୬.୧ ରେକର୍ଡ଼ କରାଯାଇଛି । ତେବେ ଏହି ଭୂକମ୍ପଜନିତ ଆହତ କିମ୍ବା କ୍ଷୟକ୍ଷତି ସମ୍ବନ୍ଧରେ ଏବେ ସୁଦ୍ଧା କୌଣସି ସୂଚନା ମିଳିପାରିନାହିଁ । ହେଲେ ଭୂକମ୍ପ ଯୋଗୁଁ ଜ୍ବାଳାମୁଖି ଫାଟିବାର ଆଶଙ୍କା କରାଯାଉଛି । ଭୂକମ୍ପ ସମୟରେ ସ୍ଥାନୀୟ ଲୋକମାନେ ଭୟଭୀତ ହୋଇ ସୁରକ୍ଷିତ ସ୍ଥାନକୁ ଚାଲି ଯାଇଥିଲେ ।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *