ଅନ୍ତର୍ଜାତୀୟ ପୁରୁଷ ଦିବସ

ପୁରୁଷ ପରିବାରର ମେରୁଦଣ୍ଡ । ଘରର ଦାୟିତ୍ବ ନେବା ସହ ପରିବାରର ସାହାରା ହୋଇଥାନ୍ତି । ଧୈର୍ଯ୍ୟବାନ ହୋଇଥାନ୍ତି । ପରିବାରର ଖୁସି ପାଇଁ ସେମାନେ ବଳିଦାନ ଦେଇଥାନ୍ତି । କେବେ ଜଣେ ବାପା ଭାଇ ,ସ୍ବାମୀ ତ ପୁଣି କେବେ ଜଣେ ଭଲ ବନ୍ଧୁ ହୋଇଥାନ୍ତି । ଦୁଃଖ କଷ୍ଟ ସହି ନିଜର ଦାୟିତ୍ବ ତୁଲାଇଥାନ୍ତି ପୁରୁଷ।

ପ୍ରତିବର୍ଷ ନଭେମ୍ବର ୧୯ ତାରିଖକୁ ପୁରୁଷଙ୍କ ପାଇଁ ସମର୍ପିତ କରାଯାଇଥାଏ । ଚଳିତ ବର୍ଷ ଏହି ଦିନର ଥିମ୍ ବା ବିଷୟ ବସ୍ତୁ ପୁରୁଷଙ୍କ ମାନସିକ ସ୍ବାସ୍ଥ୍ୟ ବିଷୟରେ ଆଲୋଚନା କରିବା ସହ ସେମାନଙ୍କ ସହ ସେମାନଙ୍କ ପାଇଁ ଏକ ସକରାତ୍ମକ ବାତାବରଣ ସୃଷ୍ଟି କରିବ। ପୁରୁଷ ଓ ଯୁବକଙ୍କ ଜୀବନ ଉପଲବ୍ଧି ଓ ପରିଚିତ କରାଇବା ଏହି ଦିନର ମୁଖ୍ୟ ଉଦ୍ଦେଶ୍ୟ ରହିଛି ।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *