ସ୍ୱାମୀ ରାମଭଦ୍ରାଚାର୍ଯ୍ୟଙ୍କୁ ଜ୍ଞାନପୀଠ ପୁରସ୍କାର

ସ୍ୱାମୀ ରାମଭଦ୍ରାଚାର୍ଯ୍ୟଙ୍କୁ ସମ୍ମାନଜନକ ଜ୍ଞାନପୀଠ ପୁରସ୍କାର ପ୍ରଦାନ କରାଯାଇଛି। ଜ୍ଞାନପୀଠ ପୁରସ୍କାର ପ୍ରଦାନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସଂସ୍କୃତ ବିଶାରଦ ଓ ଆଧ୍ୟାତ୍ମିକ ଗୁରୁ ଭାବେ ସ୍ବାମୀ ରାମଭଦ୍ରାଚାର୍ଯ୍ୟ ପ୍ରସିଦ୍ଧ। ଦିଲ୍ଲୀର ବିଜ୍ଞାନ ଭବନରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ସ୍ୱାମୀ ରାମଭଦ୍ରାଚାର୍ଯ୍ୟଙ୍କୁ ସମ୍ମାନଜନକ ଜ୍ଞାନପୀଠ ପୁରସ୍କାର ପ୍ରଦାନ କରାଯାଇଛି।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a reply

  • Default Comments (0)
  • Facebook Comments

Your email address will not be published. Required fields are marked *