TVK ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ହେଲେ ସାଉଥ ସୁପରଷ୍ଟାର ବିଜୟ ଥାଲାପତି । ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନ ପାଇଁ ତମିଲଗା ଭେଟ୍ଟ୍ରୀ କଜଗମ (TVK) ଆନୁଷ୍ଠାନିକ ଭାବେ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି। ବିଜୟଙ୍କ ନାଁ ଘୋଷଣା ହେବା ପରଠୁ ତାଙ୍କ ଫ୍ୟାନ୍ସଙ୍କ ମଧ୍ୟରେ ଖୁସିର ଲହରୀ ଖେଳିଯାଇଛି ।

Naxatra News is now on Whatsapp
Join and get latest news update delivered to you via whatsapp
Join Now