ରେଳ ଦୁର୍ଘଟଣାକୁ ନେଇ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କ ଶୋକ

Spread the love

ନୂଆଦିଲ୍ଲୀ : ଓଡ଼ିଶାରେ ଘଟିଯାଇଥିବା ରେଳ ଦୁର୍ଘଟଣାକୁ ନେଇ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଶୋକ ବ୍ୟକ୍ତ କରିଛନ୍ତି । ସେ କହିଛନ୍ତି ଯେ, ଭାରତ ଓ ଆମେରିକା ମଧ୍ୟରେ ଗଭୀର ସମ୍ବନ୍ଧ ରହିଛି । ଭାରତ ସହିତ ଆମେରିକାର ଜନତା ମଧ୍ୟ ଏହି ଦୁର୍ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି ।

Leave a Reply

Your email address will not be published. Required fields are marked *