ଓଡିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

Spread the love

ଭୁବନେଶ୍ୱର: ବନ୍ଦେ ଭାରତ ଏକ୍ସପ୍ରେସର ଲୋକାର୍ପଣ କାର୍ଯ୍ୟକ୍ରମରେ ଯୋଗଦାନ କରିପାରନ୍ତି ପ୍ରଧାନମନ୍ତ୍ରୀ । ପୁରୀଠାରେ ଅନୁଷ୍ଠିତ ହେବାକୁ ଥିବା ଉଦଘାଟନୀ କାର୍ଯ୍ୟକ୍ରମରେ ଯୋଗଦାନ କରି ବନ୍ଦେ ଭାରତ ଏକ୍ସପ୍ରେସର ଶୁଭାରମ୍ଭ କରିବାର କାର୍ଯ୍ୟକ୍ରମରେ ସେ ଯୋଗ ଦେଇ ପାରନ୍ତି । ବିଜେପିର ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ ଏ ନେଇ ସୂଚନା ଦେଇଛନ୍ତି ।

Leave a Reply

Your email address will not be published. Required fields are marked *