ଭର୍ତ୍ତୃହରି ମହତାବ ହେଲେ ଲୋକସଭାର କାମଚଳା ବାଚସ୍ପତି

ଭର୍ତ୍ତୃହରି ମହତାବ ଲୋକସଭାର କାମଚଳା ବାଚସ୍ପତି ନିଯୁକ୍ତ । କାମଚଳା ବାଚସ୍ପତି ଭାବେ ଭର୍ତ୍ତୃହରିଙ୍କୁ ନିଯୁକ୍ତି ଦେଲେ ରାଷ୍ଟ୍ରପତି । ଲୋକସଭାକୁ ଲଗାତାର ୭ ଥର ନିର୍ବାଚିତ ହୋଇଛନ୍ତି ଭର୍ତ୍ତୃହରି ।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a reply

  • Default Comments (0)
  • Facebook Comments

Your email address will not be published. Required fields are marked *