ରବିବାର ବିଜେପିର ସମ୍ବର୍ଦ୍ଧନା ଉତ୍ସବ, ଯୋଗଦେବେ ମୁଖ୍ୟମନ୍ତ୍ରୀ-ଉପମୁଖ୍ୟମନ୍ତ୍ରୀ

Spread the love

ରବିବାର ବିଜେପିର ସମ୍ବର୍ଦ୍ଧନା ଉତ୍ସବ । ସମସ୍ତ ନିର୍ବାଚିତ ସାଂସଦ ଓ ବିଧାୟକଙ୍କୁ ଦିଆଯିବ ସମ୍ବର୍ଦ୍ଧନା । ଉତ୍ସବରେ ମୁଖ୍ୟମନ୍ତ୍ରୀ ଏବଂ ଦୁଇ ଉପ ମୁଖ୍ୟମନ୍ତ୍ରୀ ଉପସ୍ଥିତ ରହିବେ । ମନ୍ତ୍ରୀ ମଣ୍ଡଳରେ ମନ୍ତ୍ରୀମାନେ ଉପସ୍ଥିତ ରହିବେ । କାର୍ଯ୍ୟକ୍ରମରେ କେନ୍ଦ୍ରୀୟ ନେତୃତ୍ବ ଉପସ୍ଥିତ ରହିବା ନେଇ ସୂଚନା । ତେବେ ଏହା ଭୁବନେଶ୍ବର ପ୍ରଦର୍ଶନୀ ପଡିଆରେ ହେବ ଉତ୍ସବ ।

Leave a Reply

Your email address will not be published. Required fields are marked *