ରାଷ୍ଟ୍ରପତିଙ୍କୁ ଭେଟିଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ

Spread the love

ନୂଆଦିଲ୍ଲୀ/ଭୁବନେଶ୍ୱର : କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବୁଧବାର ରାଷ୍ଟ୍ରପତିଙ୍କୁ ସାକ୍ଷାତ କରିଛନ୍ତି । କେନ୍ଦ୍ରମନ୍ତ୍ରୀ ଟୁଇଟ୍ କରି ସୂଚନା ଦେଇଛନ୍ତି । ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ଭବନରେ ସୌଜନ୍ୟମୂଳକ ସାକ୍ଷାତ୍ କରିଥିବା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ।

Leave a Reply

Your email address will not be published. Required fields are marked *