ବିଶ୍ୱ

ମାଇକ୍ରନ୍ ସିଇଓ ସଞ୍ଜୟ ମେହରୋତ୍ରାଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୱାଶିଂଟନ୍ ଡିସିରେ ୨୦୨୩ ଜୁନ୍ ୨୧ରେ ମାଇକ୍ରନ୍ ସିଇଓ ଶ୍ରୀ ସଞ୍ଜୟ ମେହରୋତ୍ରାଙ୍କୁ ଭେଟିଛନ୍ତି ।

ଭାରତରେ ସେମିକଣ୍ଡକ୍ଟର ଉତ୍ପାଦନ ବୃଦ୍ଧି ନିମନ୍ତେ ମାଇକ୍ରୋନ୍ ଟେକ୍ନୋଲୋଜିକୁ ଆମନ୍ତ୍ରଣ କରିଛନ୍ତି । ସେମିକଣ୍ଡକ୍ଟର ଯୋଗାଣ ଶୃଙ୍ଖଳାର ବିଭିନ୍ନ ଭାଗରେ ଭାରତ ପ୍ରତିଯୋଗିତାମୂଳକ ସୁବିଧା ପ୍ରଦାନ କରିପାରିବ ବୋଲି ପ୍ରଧାନମନ୍ତ୍ରୀ କହିଥିଲେ ।

Related Articles

Leave a Reply

Your email address will not be published.

Back to top button