Latest Newsଜାତୀୟ

ୟୁକ୍ରେନ ରେଷ୍ଟ୍ରପତି ଜେଲେନସ୍କିଙ୍କୁ ଭେଟିଲେ ପ୍ରଧାନ ମନ୍ତ୍ରୀ ମୋଦି

ଆଜି ଜାପାନ ହିରୋଶିମା ଜି-7 ବୈଠକରେ ଭାରତ ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦି ୟୁକ୍ରେନ ରାଷ୍ଟ୍ରପତି ଜେଲେନସ୍କିଙ୍କୁ ଭେଟିଛନ୍ତି । ଋଷ୍ – ୟୁକ୍ରେନ ଯୁଦ୍ଧ ଆରମ୍ଭ ହେବା ପରେ ଏହା ହେଉଛି ଦୁଇ ରାଜନେତାଙ୍କ ମଧ୍ୟରେ ପ୍ରଥମ ସାକ୍ଷାତ । ଏହି ସାକ୍ଷାତକାରରେ ଦୁଇ ଦେଶ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା ହୋଇଥିଲା । ଏହି ବୈଠକରେ ଦୁଇ ଦେଶର ବରିଷ୍ଠ ଅଧିକାରିମାନା ଉପସ୍ଥିତ ଥିଲେ ।

Related Articles

Leave a Reply

Your email address will not be published.

Back to top button