ଆଜି ଦିଲ୍ଲୀରେ ବସିବ ଜାତୀୟ ରାଜପଥ ନିର୍ମାଣ ସମୀକ୍ଷା ବୈଠକ। ଏଥିପାଇଁ ଗତକାଲି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଗସ୍ତ କରିଛନ୍ତି। ପୂର୍ବାହ୍ନରେ ଏହି ବୈଠକ ବସିବ। ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେବେ। ରାଜ୍ୟରେ କୋଷ୍ଟାଲ ହାଇୱେ ଏବଂ ରୋଡ ନେଟୱର୍କ ଲାଗି କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀଙ୍କ ସହ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ। ଜାତୀୟ ରାଜପଥ ନିର୍ମାଣ ବୈଠକରେ ଯୋଗଦେବା ପରେ ଆସନ୍ତାକାଲି ସେ ଓଡ଼ିଶା ଫେରିବେ।
Naxatra News is now on Whatsapp
Join and get latest news update delivered to you via whatsapp
Join Now