ତାମିଲନାଡୁ ଓ ଶ୍ରୀଲଙ୍କା ଉପକୂଳରେ ଲ୍ୟାଣ୍ଡଫଲ୍ କରିବ ଫେଙ୍ଗଲ

ଆଜି ବଙ୍ଗୋପସାଗରରେ ବାତ୍ୟାର ରୂପ ନେବ ଗଭୀର ଅବପାତ । ଏହାର ନାଁ ପେଙ୍ଗାଲ ରଖାଯିବ । ଗଭୀର ଅବପାତଟି ବାତ୍ୟାର ରୂପ ନେଇ ତାମିଲନାଡ଼ୁ ଉପକୂଳ ମୁହାଁ ହେବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି ।ଗଭୀର ଅବପାତଟି ଆଜି ଉତ୍ତର-ପଶ୍ଚିମ ଦିଗକୁ ଗତି କରି ବାତ୍ୟାରେ ପରିଣତ ହେବ । ଏହାପରେ ଶ୍ରୀଲଙ୍କା ଉପକୂଳ ଅତିକ୍ରମ କରି ତାମିଲନାଡ଼ୁ ଉପକୂଳ ଆଡ଼କୁ ମୁହାଁଇବ ।୨୯ ତାରିଖ ମଧ୍ୟରେ ଉତ୍ତର ଉତ୍ତରପଶ୍ଚିମ ଦିଗରେ ଗତି କରି ସ୍ଥଳଭାଗ ଛୁଇଁବାର ସମ୍ଭାବନା ରହିଛି । ତାମିଲନାଡୁ ଓ ଶ୍ରୀଲଙ୍କା ଉପକୂଳରେ ଲ୍ୟାଣ୍ଡଫଲ୍ କରିବା ନେଇ ପୂର୍ବାନୁମାନ କରିଛି IMD।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *