ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ମିଳିଲା ବଡ଼ ଆଶ୍ୱସ୍ତି। ଅବକାରୀ ନୀତି ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଅନ୍ତରୀଣ ଜାମିନ ପ୍ରଦାନ କେଲ ସୁପ୍ରିମକୋର୍ଟ। ଏଥିସହତ ବଡ଼ ବେଞ୍ଚକୁ କେଜ୍ରିୱାଲଙ୍କ ମାମଲା ହସ୍ତାନ୍ତର କଲେ ସୁପ୍ରିମକୋର୍ଟ । ୩ ଜଣିଆ ବେଞ୍ଚରେ କେଜ୍ରିୱାଲଙ୍କ ମାମଲାର ଶୁଣାଣି କରିବେ। ସେ ପର୍ଯ୍ୟନ୍ତ କେଜ୍ରିୱାଲଙ୍କୁ ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି ସୁପ୍ରିମକୋର୍ଟ। ଇଡି ଗିରଫଦାରୀକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ଆପ୍ ନେତା । ତେବେ ଅବକାରୀ ନୀତି ଦୁର୍ନୀତି ମାମଲାରେ ସିବିଆଇ ଗିରଫ କରିଥିବାରୁ କେଜ୍ରିୱାଲ ଏବେ ତିହାର ଜେଲରେ ରହିବେ ।
Naxatra News is now on Whatsapp
Join and get latest news update delivered to you via whatsapp
Join Now