ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲା ଝାରସୁଗୁଡ଼ା – ଗୌନ୍ଦିଆ ପାସେଞ୍ଜର

ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲା ଝାରସୁଗୁଡ଼ା – ଗୌନ୍ଦିଆ ପାସେଞ୍ଜର। ଝାରସୁଗୁଡ଼ା ରେଳ ଷ୍ଟେସନର ୨ ନମ୍ବର ପ୍ଲାଟଫର୍ମରେ ପଶିବା ବେଳକୁ ସର୍ଟ ସର୍କିଟ ଯୋଗୁଁ ବୈଦୁତିକ ତାର ଛିଣ୍ଡିପଡିଲା । ବିଦ୍ୟୁତ୍ ପ୍ରବାହିତ ହୋଇ ବଗି ଗୁଡ଼ିକର ବୈଦ୍ୟୁତିକ ସରଞ୍ଜାମ ଢୋ ଢା ହୋଇ ଫୁଟିଥିଲା। ପ୍ରବଳ ଶବ୍ଦରେ ଲୋକେ ଆତଙ୍କିତ ହୋଇ ଯାଇଥିବା ବେଳେ କାହାର କିଛି କ୍ଷତି ହୋଇନଥିବା ଜଣାପଡ଼ିଛି। ରେଳବାଇ ଅଧିକାରୀ ଓ କର୍ମଚାରୀ ଘଟଣାସ୍ଥଳରେ ପହଂଚି ତଦନ୍ତ ଜାରି ରଖିଛନ୍ତି।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *