ଆଜି ସରିବ ମାଟ୍ରକ୍ ପରୀକ୍ଷା

ଆଜି ସରିବ ମାଟ୍ରକ୍ ପରୀକ୍ଷା ।ଶେଷ ଦିନରେ ହିନ୍ଦୀ ଓ ସଂସ୍କୃତ ବିଷୟରେ ଦେବେ ଛାତ୍ରଛାତ୍ରୀ । ଫେବୁଆରି ୨୧ ତାରିଖରୁ ଆରମ୍ଭ ହୋଇଥିବା ପରୀକ୍ଷା ଆଜି ସରିବ । ଆସନ୍ତା ମାର୍ଚ୍ଚ ୧୯ ତାରିଖରୁ ଆରମ୍ଭରୁ ହେବ ଖାତା ଦେଖା । ମାର୍ଚ୍ଚ ୧୯ରୁ ପଖାପାଖି ୧୩ ଦିନ ଧରି ପରୀକ୍ଷା ଖାତାର ମୂଲ୍ୟାଙ୍କନ ହେବ । ଖାତା ମୂଲ୍ୟାୟନ ସରିବା ପରେ ଦଶମ ରେଜଲ୍ଟ ପ୍ରକାଶ ପାଇବ ।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a reply

  • Default Comments (0)
  • Facebook Comments

Your email address will not be published. Required fields are marked *