ବିଧାୟକଙ୍କ ପାଖକୁ ଯାଉଛି ଫୋନ କଲ…

Spread the love

ଆରମ୍ଭ ହୋଇଗଲାଣି କାଉଣ୍ଟ ଡାଉନ । ଆଉ କିଛି ସମୟ ପରେ ଶପଥ ନେବେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ । ଓଡ଼ିଶାର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ମୋହନ ଚରଣ ମାଝୀ । ଆଜି ନୂଆ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହିତ ଶପଥ ନେବେ ମନ୍ତ୍ରିମଣ୍ଡଳ ।ଏହାରି ଭିତରେ ମନ୍ତ୍ରୀ ହେବାକୁ ଜଣେ ପରେ ଜଣେ ବିଧାୟକଙ୍କ ପାଖକୁ ଯାଉଛି ଫୋନ କଲ ।ମିଳିଥିବା ସୂଚନା ଅନୁସାରେ, ଉମେରକୋଟ ବିଧାୟକ ନିତ୍ୟାନନ୍ଦ ଗଣ୍ଡଙ୍କୁ ମନ୍ତ୍ରୀ , ଗୋପାଳପୁରର ବିଧାୟକ ବିଭୂତି ଭୂଷଣ ଜେନା, ପାରାଦୀପ ବିଧାୟକ ସମ୍ପଦ ସ୍ବାଇଁ, ଜଷିପୁର ବିଧାୟକ ଗଣେଶ ରାମ ଖୁଣ୍ଟିଆ, ଚିଲିକା ବିଧାୟକ ପୃଥ୍ବୀରାଜ ହରିଚନ୍ଦନ, ସୁକିନ୍ଦା ବିଧାୟକ ପ୍ରଦୀପ ବଳସାମନ୍ତଙ୍କୁ ଯାଇଛି ଫୋନ କଲ୍ ଯାଇଥିବା ସୂଚନା ରହିଛି ।

Leave a Reply

Your email address will not be published. Required fields are marked *