ଭିଜିଲାନ୍ସ ଜାଲରେ ଭୁବନେଶ୍ୱର ଅବକାରୀ ଜଏଣ୍ଟ କମିଶନର। ଅବକାରୀ ଜଏଣ୍ଟ କମିଶନର ରାମଚନ୍ଦ୍ର ମିଶ୍ରଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ରେଡ୍ କରାଯାଉଛି। ଭୁବନେଶ୍ୱର, ସୋନପୁର, ବଲାଙ୍ଗୀର ସମେତ ୧୦ଟି ସ୍ଥାନରେ ଚଢ଼ାଉ କରୁଛି ଭିଜିଲାନ୍ସ। ଆୟଠୁ ଅଧିକ ସମ୍ପତ୍ତି ଠୁଳ ଅଭିଯୋଗରେ ଚାଲିଛି ରେଡ୍ କରାଯାଉଛି। ଚଢ଼ାଉରେ ୧୦ ଜଣ ଡିଏସପି, ୧୫ ଇନ୍ସପେକ୍ଟର ଏବଂ ଅନ୍ୟାନ୍ୟ ସହାୟକ କର୍ମଚାରୀ ସାମିଲ ହୋଇଛନ୍ତି।
Naxatra News is now on Whatsapp
Join and get latest news update delivered to you via whatsapp
Join Now