ରତ୍ନଭଣ୍ଡାରକୁ ଯାଇପାରନ୍ତି ଗଜପତି ମହାରାଜ

ଭିତର ରତ୍ନଭଣ୍ଡାରକୁ ଯାଇପାରନ୍ତି ଗଜପତି ମହାରାଜ । ରତ୍ନଭଣ୍ଡାରକୁ ଯିବା ପୂର୍ବରୁ ଯାଞ୍ଚ କମିଟି ପକ୍ଷରୁ ବସିଥିବା ବୈଠକରେ ଭିତର ରତ୍ନଭଣ୍ଡାରକୁ ଯିବା ପାଇଁ ଗଜପତି ମହାରାଜଙ୍କୁ ଅନୁରୋଧ କରାଯାଇଛି ବୋଲି କମିଟି ଅଧ୍ୟକ୍ଷ ଓ ମୁଖ୍ୟ ପ୍ରଶାସକ ସୂଚନା ଦେଇଛନ୍ତି । ଏହାସହ ରଥରେ ମହାପ୍ରଭୁଙ୍କ ଆଶୀର୍ବାଦ ନେବା ସହ ଭିତର ରତ୍ନଭଣ୍ଡାର ଖୋଲିବାକୁ ଶ୍ରୀମନ୍ଦିର ଭିତରକୁ ପ୍ରବେଶ କରିଛନ୍ତି ତଦାରଖ କମିଟିର ୧୧ ସଦସ୍ୟ । କମିଟି ସଦସ୍ୟ ଭିତରକୁ ଯିବା ପୂର୍ବରୁ ଓଡ୍ରାଫ୍ ଟିମ, ସ୍ନେକ ହେଲପଲାଇନ ଟିମ, ଅଗ୍ନିଶମ ବାହିନୀ ଭିତରକୁ ଯାଇଛନ୍ତି । କୌଣସି ବି ପରିସ୍ଥିତିର ମୁକାବିଲା ପାଇଁ ସମସ୍ତେ ସଜାଗ ରହିଛନ୍ତି ।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *