୧୮ ତାରିଖ ଭିତରେ ସୁଭଦ୍ରା ଟଙ୍କା | ଗତକାଲି ମୁଖ୍ୟମନ୍ତ୍ରୀ କହି ସାରିଛନ୍ତି। ୪ ଲକ୍ଷ ୫୭ ହଜାର ୬୮୧ ମହିଳାଙ୍କୁ ସୁଭଦ୍ରା ଟଙ୍କା ନେଇ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ | ନୂଆ ୧ ଲକ୍ଷ ୭୮ ହଜାର ୩୯୮ ଜଣଙ୍କୁ ସାମିଲ କରାଯାଇଥିବାରୁ ସେମାନେ ପାଇବେ ପ୍ରଥମ କିସ୍ତି | ପ୍ରଥମ ଓ ଦ୍ୱତୀୟ କିସ୍ତିରୁ ବାଦ ପଡ଼ିଥିବା ୨ ଲକ୍ଷ ୫୫ ହଜାର ୨୫୬ ଜଣଙ୍କୁ ସାମିଲ କରାଯାଇଛି | ସେମାନେ ଏଥର ଏକାବେଳକେ ପାଇବେ ଦୁଇଟି କିସ୍ତିର ଟଙ୍କା ପାଇବେ | ସେହିପରି ଅଭିଯୋଗ ଶୁଣାଣି ପରେ ୨୪ ହଜାର ୧୮ଜଣ ହିତାଧିକାରୀଙ୍କୁ ସୁଭଦ୍ରାରେ ସାମିଲ କରାଯାଇଛି | ୨୫୦ କୋଟି ଟଙ୍କାର ସହାୟତା ରାଶି ଖାତାକୁ ଯିବ ନେଇ ଉପମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି
Naxatra News is now on Whatsapp
Join and get latest news update delivered to you via whatsapp
Join Now