ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୦.୪ ମିମି ବର୍ଷା ରେକର୍ଡ

Spread the love

ଭୁବନେଶ୍ଵର : ଗତ ୨୪ ଘଣ୍ଟାରେ ରାଜ୍ୟରେ ମୌସୁମୀ ସ୍ଵାଭାବିକ ରହିବା ସହ ୧୦.୪ ମି.ମି. ବର୍ଷା ରେକର୍ଡ କରାଯାଇଛି, ଯାହା ସ୍ଵାଭାବିକ୍ ବର୍ଷା ୯.୩ ମି.ମି. ତୁଳନାରେ ୧୨ ପ୍ରତିଶତ ଅଧିକ ରହିଛି । ଭୁବନେଶ୍ଵର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।

Leave a Reply

Your email address will not be published. Required fields are marked *