୧୧୮୧ ଜଣ ଏଲୋପାଥିକ ଡାକ୍ତର ପାଇଲେ ନିଯୁକ୍ତି

Spread the love

ଭୁବନେଶ୍ୱର : ଚଳିତ ବର୍ଷ ମୁଖ୍ୟମନ୍ତ୍ରୀ ଓଡ଼ିଶା ଡାକ୍ତରୀ ଓ ସ୍ୱାସ୍ଥ୍ୟ ସେବା (ଓଏମଏଚଏସ୍‌) କ୍ୟାଡରରେ ୧୧୮୧ ଜଣ ଏଲୋପାଥିକ ଡାକ୍ତରଙ୍କୁ ଏନଆଇସି ଭୁବନେଶ୍ୱର ଦ୍ୱାରା ଅନଲାଇନ୍ କାଉଂସେଲିଂ ମାଧ୍ୟମରେ ସ୍ଥିର ହୋଇଥିବା ବିଭିନ୍ନ ଜିଲ୍ଲାମାନଙ୍କରେ ନିଯୁକ୍ତି ନିମନ୍ତେ ଆଦେଶ ପ୍ରଦାନ କରିଛନ୍ତି । 

ଓଡ଼ିଶାବାସୀଙ୍କୁ ଉଚ୍ଚକୋଟୀର ସ୍ୱାସ୍ଥ୍ୟସେବା ଯୋଗାଇଦେବା ପାଇଁ ପ୍ରତ୍ୟେକ ବର୍ଷ ଓଡ଼ିଶା ଲୋକସେବା ଆୟୋଗଙ୍କ ଦ୍ୱାରା ଡାକ୍ତର ଚୟନ ପ୍ରକ୍ରିୟା କରାଯାଉଛି ।

Leave a Reply

Your email address will not be published. Required fields are marked *