ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୫.୭ ମି.ମି. ବର୍ଷା ରେକର୍ଡ

Spread the love

ଭୁବନେଶ୍ଵର ଛ ଗତ ୨୪ ଘଣ୍ଟାରେ ରାଜ୍ୟରେ ମୌସୁମୀ ସ୍ଵାଭାବିକ୍ ରହିବା ସହ ୧୫.୭ ମି.ମି. ବର୍ଷା ରେକର୍ଡ କରାଯାଇଛି । ଯାହା ସ୍ଵାଭାବିକ ବର୍ଷା ୧୦.୮ମି.ମି. ତୁଳନାରେ ୪୫ ପ୍ରତିଶତ ଅଧିକ ରହିଛି । ଭୁବନେଶ୍ଵର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।

Leave a Reply

Your email address will not be published. Required fields are marked *