ଭୁବନେଶ୍ଵର : ଚଳିତ ମୌସୁମୀ ଋତୁରେ ୧ ଜୁନରୁ ୬ ଜୁଲାଇ ମଧ୍ୟରେ ରାଜ୍ୟରେ ୧୯୧.୧ ମି.ମି. ବର୍ଷା ରେକର୍ଡ କରାଯାଇଛି, ଯାହା ସ୍ଵାଭାବିକ ବର୍ଷା ୨୬୫.୮ ମି.ମି. ତୁଳନାରେ ୨୮ ପ୍ରତିଶତ କମ୍ ରହିଛି । ଏହି ପରିଧି ମଧ୍ୟରେ ଦେବଗଡ଼ ଜିଲ୍ଲାରେ ସର୍ବାଧିକ ୩୯୨.୨ ମି.ମି. ବର୍ଷା ରେକର୍ଡ କରାଯାଇଛି, ଯାହା ସ୍ଵାଭାବିକ ବର୍ଷା ୧୫୩ ମି.ମି. ତୁଳନାରେ ୫୫ ପ୍ରତିଶତ ଅଧିକ ରହିଛି ।
ସେହିପରି କନ୍ଧମାଳ ଜିଲ୍ଲାରେ ସର୍ବନିମ୍ନ ୮୫.୨ ମି.ମି. ବର୍ଷା ରେକର୍ଡ କରାଯାଇଛି, ଯାହା ସ୍ଵାଭାବିକ ବର୍ଷା ୧୫୩.୩ ମି.ମି. ତୁଳନାରେ ୬୬ ପ୍ରତିଶତ କମ୍ ରହିଛି ।
Naxatra News is now on Whatsapp
Join and get latest news update delivered to you via whatsapp
Join Now