ସଚିବାଳୟ ସେବା ସଂଘ ତରଫରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୨.୫ ଲକ୍ଷ ଟଙ୍କା ପ୍ରଦାନ

Spread the love

ଭୁବନେଶ୍ୱର : ରେଳ ଦୁର୍ଘଟଣାଗ୍ରସ୍ତଙ୍କୁ ସାହାଯ୍ୟ ପରିପ୍ରେକ୍ଷୀରେ ରାଜ୍ୟ ସଚିବାଳୟ ସେବା ସଂଘ ତରଫରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଦୁଇ ଲକ୍ଷ ପଚାଶ ହଜାର ଟଙ୍କାର ସହାୟତା ପ୍ରଦାନ କରାଯାଇଛି । ସଂଘର କର୍ମକର୍ତାମାନେ ମଙ୍ଗଳବାର ମୁଖ୍ୟ ଶାସନ ସଚିବଙ୍କୁ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟରେ ଏହି ସହାୟତା ରାଶି ଚେକ୍ ଆକାରରେ ପ୍ରଦାନ କରିଛନ୍ତି ।

Leave a Reply

Your email address will not be published. Required fields are marked *