ଗତ ୨୪ ଘଣ୍ଟାରେ ରାଜ୍ୟରେ ୩.୫ ମି.ମି. ବର୍ଷା ରେକର୍ଡ : ସ୍ଵାଭାବିକ ବର୍ଷା ୯.୨ ମି.ମି. ତୁଳନାରେ ୬୨ ପ୍ରତିଶତ କମ୍

Spread the love

ଭୁବନେଶ୍ଵର : ଗତ ୨୪ ଘଣ୍ଟାରେ ରାଜ୍ୟରେ ୩.୫ ମି.ମି. ବର୍ଷା ରେକର୍ଡ କରାଯାଇଛି, ଯାହା ସ୍ଵାଭାବିକ ବର୍ଷା ୯.୨ ମି.ମି. ତୁଳନାରେ ୬୨ ପ୍ରତିଶତ କମ୍ ରହିଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି।

Leave a Reply

Your email address will not be published. Required fields are marked *