ଭୁବନେଶ୍ଵର : ଚଳିତ ମୌସୁମୀ ଋତୁରେ, ୧ ଜୁନ୍ ରୁ ୪ ଅଗଷ୍ଟ ସୁଦ୍ଧା ୬୩୧.୪ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଯାହାକି ଏହି ସମୟରେ ସ୍ଵାଭାବିକ୍ ବର୍ଷା ୬୦୦.୭ ମି.ମି ରହିଥାଏ ।
ଏହି ଅବଧି ମଧ୍ୟରେ ୪ ଜିଲ୍ଲାରେ ନିଅଣ୍ଟିଆ, ଗୋଟିଏ ଜିଲ୍ଲାରେ ବଡ ଅତ୍ୟଧିକ, ୯ ଜିଲ୍ଲାରେ ଅତ୍ୟଧିକ ଏବଂ ଅନ୍ୟ ୧୬ ଜିଲ୍ଲାରେ ସ୍ଵାଭାବିକ୍ ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ଵର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।
Naxatra News is now on Whatsapp
Join and get latest news update delivered to you via whatsapp
Join Now