Latest Newsଓଡ଼ିଶା

ରାଜଭବନ ପରିସରରେ ବିଶାଳ ଜାତୀୟ ପତାକା ସ୍ଥାପିତ

ଭୁବନେଶ୍ୱର : ଭୁବନେଶ୍ୱର ସ୍ଥିତ ରାଜଭବନ ପରିସରରେ ବିଶାଳ ଜାତୀୟ ପତାକା ସ୍ଥାପନ କରାଯାଇଛି । ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଅବସରରେ ଉପସ୍ଥିତ ଥିଲେ । ଅନ୍ୟମାନଙ୍କ ମଧ୍ୟରେ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ ।

Leave a Reply

Your email address will not be published.

Back to top button