କଲଭର୍ଟ ଭୁଶୁଡ଼ି ୫ ଜଣଙ୍କ ମୃତ୍ୟୁ ଘଟଣାରେ କାର୍ଯ୍ୟାନୁଷ୍ଠାନ,ନିର୍ବାହୀ ଯନ୍ତ୍ରୀଙ୍କ ସହ ୩ ଯନ୍ତ୍ରୀ ନିଲମ୍ବିତ

Spread the love

ଭୁବନେଶ୍ୱର/ ରାୟଗଡା : ରାୟଗଡ଼ା ଜିଲ୍ଲାର କଲ୍ୟାଣସିଂହପୁର କଲଭର୍ଟ ଭୁଶୁଡ଼ି ୫ ଜଣଙ୍କ ମୃତ୍ୟୁ ଘଟଣାରେ ଜିଲ୍ଲା ପ୍ରଶାସନ ପକ୍ଷରୁ କାର୍ଯାନୁଷ୍ଠାନ ଗ୍ରହଣ କରାଯାଇଛି । ଏବି ମାମଲାରେ ନିର୍ବାହୀ ଯନ୍ତ୍ରୀଙ୍କ ସହ ୩ ଜଣ ଯନ୍ତ୍ରୀଙ୍କୁ ନିଲମ୍ବିତ କରାଯାଇଛି ।

ଗ୍ରାମ୍ୟ ଉନ୍ନୟନ ବିଭାଗର ନିର୍ବାହୀ ଯନ୍ତ୍ରୀ ପ୍ରଦୀପ କୁମାର ମହାନ୍ତିଙ୍କ ସହ କନିଷ୍ଠ ଯନ୍ତ୍ରୀ ରାଜେଶ କୁମାର ମଣ୍ଡଳ ଓ ସହକାରୀ ଯନ୍ତ୍ରୀ ଭେଙ୍କେଟରମଣ ମୁଦୁଲିଙ୍କୁ ନିଲମ୍ବିତ କରାଯାଇଥିବା ବେଳେ ସମ୍ପୃକ୍ତ ଠିକାଦାରଙ୍କ ନାଁରେ ଥାନାରେ ଏତଲା ଦାୟର ହୋଇଥିବା ନେଇ ଜିଲ୍ଲାପାଳ ସ୍ୱଧା ଦ୍ୱେ ସିଂ ସୂଚନା ଦେଇଛନ୍ତି ।

Leave a Reply

Your email address will not be published. Required fields are marked *