ତାଳଚେର ବିଧାୟକ ବ୍ରଜ କିଶୋର ପ୍ରଧାନଙ୍କ ବଡ଼ ଭାଇ ସିଦ୍ଧେଶ୍ୱର ପ୍ରଧାନ ଓ ପରିବାର ବର୍ଗଙ୍କୁ ଭେଟିଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ

Spread the love

ଭୁବନେଶ୍ୱର : କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତାଳଚେର ବିଧାୟକ ବ୍ରଜ କିଶୋର ପ୍ରଧାନଙ୍କ ବଡ଼ ଭାଇ ସିଦ୍ଧେଶ୍ୱର ପ୍ରଧାନ ଓ ପରିବାର ବର୍ଗଙ୍କୁ ତାଳଚେର ସ୍ଥିତ ବାସଭବନରେ ଭେଟି ସାନ୍ତ୍ୱନା ଜଣାଇଛନ୍ତି । ନିକଟରେ ତାଙ୍କର ପିତା ପୂର୍ଣ୍ଣଚନ୍ଦ୍ର ପ୍ରଧାନଙ୍କ ବିୟୋଗ ହୋଇଥିବା ବେଳେ ଗତକାଲି ଦାଦା ଦୁଃଖବନ୍ଧୁ ପ୍ରଧାନଙ୍କ ବିୟୋଗ ହେବା ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ ବୋଲି କହିଛନ୍ତି । ଶ୍ରୀ ପ୍ରଧାନ ଅମର ଆତ୍ମାର ସଦଗତି କାମନା କରିବା ସହ ଏହି ଦୁଃଖଦ ସମୟରେ ମହାପ୍ରଭୁ ପରିବାର ବର୍ଗଙ୍କୁ ଅସୀମ ଧୈର୍ଯ୍ୟ ଓ ସାହସ ପ୍ରଦାନ କରନ୍ତୁ ବୋଲି କହିଛନ୍ତି ।

Leave a Reply

Your email address will not be published. Required fields are marked *