ଆସନ୍ତା ୫ ତାରିଖ ବେଳକୁ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୫ ରୁ ୭ ତାରିଖ ଯାଏ ଦକ୍ଷିଣ ଓଡ଼ିଶାର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି। ସେହିପରି ଆସନ୍ତା ୯ ତାରିଖ ଯାଏଁ ରାଜ୍ୟର ଅନ୍ୟ ଜିଲ୍ଲାଗୁଡ଼ିକରେ ବିଜୁଳି ଘଡ଼ଘଡ଼ି ସହ ସ୍ବଳ୍ପରୁ ମଧ୍ୟମଧରଣର ବର୍ଷା ସମ୍ଭାବନା ରହିଛି। ୩ ରୁ ୫ ତାରିଖ ଯାଏଁ ରାଜ୍ୟରେ ବିଶେଷ ବର୍ଷା ନାହିଁ।
Naxatra News is now on Whatsapp
Join and get latest news update delivered to you via whatsapp
Join Now