ପହଣ୍ଡିରେ ଆସିଲେ ବଡଠାକୁର ବଳଭଦ୍ର

Spread the love

ଆଜି ନବଯୌବନ ଦର୍ଶନ ପରି ନିର୍ଘଣ୍ଟ ସମୟ ପୂର୍ବରୁ ପହଣ୍ଡି ବିଜେ କରିଛନ୍ତି ଶ୍ରୀଜିଉ । ଧାଡି ପହଣ୍ଡିରେ ପ୍ରଥମେ ଚକ୍ରରାଜ ସୁଦର୍ଶନ ପହଣ୍ଡି କରି ଯାଇ ଦେବୀ ସୁଭଦ୍ରାଙ୍କ ଦେବଦଳନ ରଥରେ ବିଜେ କରିବା ପରେ ଆସିଲେଣି ବଡଠାକୁର ବଳଭଦ୍ର । ଘଣ୍ଟଘଣ୍ଟାରେ କମ୍ପୁଛି ସିଂହଦ୍ୱାର, ବଡଦାଣ୍ଡ । ଲୋକାରଣ୍ୟ ବଡଦାଣ୍ଡ । ବଡଠାକୁର ଆସିବା ଶୁଣି କୃତାର୍ଥ ହୋଇଛନ୍ତି, ଭକ୍ତ, ବଡଦାଣ୍ଡ, ରଥ, ପଥ ସବୁକିଛି ।

Leave a Reply

Your email address will not be published. Required fields are marked *