ମୁରିବାହାଲ ଥାନା ଗୁଡିଘାଟ ଜଙ୍ଗଲରୁ ଯୁବକଙ୍କ ମୃତଦେହ ଉଦ୍ଧାର

Spread the love

ଭୁବନେଶ୍ୱର : ବଲାଙ୍ଗିର ଜିଲ୍ଲା ମୁରିବାହାଲ ଥାନା ଗୁଡିଘାଟ ଜଙ୍ଗଲରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ମିଳିଥିବା ସୂଚନା ଅନୁସାରେ ଗାମୁଛାରେ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି ।

ମୃତ୍ୟୁର କାରଣ ଅସ୍ପଷ୍ଟ ଥିବା ବେଳେ ହତ୍ୟା କରାଯାଇଥିବା ନେଇ ସନ୍ଦେହ ବ୍ୟକ୍ତ କରାଯାଉଛି । ଘଟଣା ସ୍ଥଳରେ ମୁରିବାହାଲ ପୋଲିସ ପହଞ୍ଚି କରୁଛି ଶବ ଜବତ କରି ଛାନଭିନ କରୁଛି ।

Leave a Reply

Your email address will not be published. Required fields are marked *