ଜୁନ ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ ।

Spread the love

ବଲାଙ୍ଗିର : ଜୁନ ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ ଧାର୍ଯ୍ୟ କରାଯାଇଛି । ତଦନୁସାରେ ଜୁନ ମାସ ୦୫ ତାରିଖ ସକାଳ ଘ ୮ ?୩୦ ମି ସମୟରେ ବଲାଙ୍ଗିର ଜିଲ୍ଲା ମୁଖ୍ୟାଳୟ ସ୍ଥିତ ଜିଲ୍ଲାପାଳ ଙ୍କ କାର୍ଯ୍ୟ ।ଳୟ ସମ୍ମିଳନୀ କକ୍ଷ ଠାରେ , ୧୨ ସକାଳ ଘ ୮ ?୩୦ ମି ତାରିଖରେ ଆଗଲପୁର ବ୍ଲକ କାର୍ଯ୍ୟ ।ଳୟ ଠାରେ , ୧୯ ତାରିଖ ସକାଳ ଘ ୧୦? ୩୦ ମି ରେ ଦେଓଗାଁ ବ୍ଲକ କାର୍ଯ୍ୟ ।ଳୟ ଠାରେ ଓ ୨୬ ତାରିଖ ସକାଳ ଘ ୧୦? ୩୦ ମି ରେ ବେଲପଡା ବ୍ଲକ କାର୍ଯ୍ୟ ।ଳୟ ଠାରେ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ ଅନୁଷ୍ଠିତ ହେବ । ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ ରେ ସମ୍ପୃକ୍ତ ଅଂଚଳର ଜନସାଧାରଣ ସେମାନଙ୍କର ବ୍ୟକ୍ତିଗତ ତଥା ସାମୁହିକ ସମସ୍ୟାମୂଳକ ଅଭିଯୋଗ ଜଣାଇପାରିବେ । ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ ରେ ବିଭିନ୍ନ ବିଭାଗ ର ଜିଲ୍ଲାସ୍ତରୀୟ ଓ ବ୍ଲକ ସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ରହି ସମ୍ପୃକ୍ତ ଅଂଚଳର ଜନସାଧାରଣ ଙ୍କ ଅଭିଯୋଗ ଶୁଣାଣୀ କରି ସମାଧାନ ନିମନ୍ତେ ବିହିତ ପଦକ୍ଷେପ ଗ୍ରହଣ କରିବେ । ସମ୍ପୃକ୍ତ ଅଂଚଳର ଜନସାଧାରଣ ଏହି ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ ରେ ନିଜ ନିଜର ଅଭିଯୋଗ ଜଣାଇବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଅନୁରୋଧ କରାଯାଉଛି ।

Leave a Reply

Your email address will not be published. Required fields are marked *