ବାଇକ୍ ଆରୋହୀଙ୍କ ଉପରେ ମାଡିଗଲା ଅଜଣା ଗାଡି : ଦୁଇ ମୃତ

Spread the love

ଭଦ୍ରକ : ଭଦ୍ରକ ନଳାଙ୍ଗ ପେଟ୍ରୋଲ ପମ୍ପ ନିକଟରେ ବାଇକ୍ ଆରୋହୀଙ୍କ ଉପରେ ମାଡିଗଲା ଅଜଣା ଗାଡି । ଫଳରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି । ଖବର ପାଇ ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ପହଂଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛି ।

Leave a Reply

Your email address will not be published. Required fields are marked *