ଭୁବନେଶ୍ୱର

ସେପ୍ଟେମ୍ୱରରେ ଓଡିଶା ଆସିବେ ନଡ୍ଡା

ଭୁବନେଶ୍ୱର: ସେପ୍ଟେମ୍ବର ଚତୁର୍ଥ ସପ୍ତାହରେ ଓଡ଼ିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ତୃତୀୟ ସପ୍ତାହରେ ପ୍ରଶିକ୍ଷଣ ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏହି କାର୍ଯ୍ୟକ୍ରମରେ ସଙ୍ଗଠନ ମହାମନ୍ତ୍ରୀ ଯୋଗ ଦେବା କାର୍ଯ୍ୟକ୍ରମ ରହିଛି। ସେପ୍ଟେମ୍ବର ୪-୫ ରେ ରାଜ୍ୟ ପ୍ରଭାରୀ ଦୁଇ ଦିନିଆ ଓଡିଶା ଗସ୍ତରେ ଆସିବେ ବୋଲି ସୂଚନା ମିଳିଛି। ଏନେଇ ବିଜେପି ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି ଯେ, ଏହି ତିନି ପ୍ରମୁଖ ଚେହେରା ସେପ୍ଟେମ୍ବର ମାସରେ ଓଡ଼ିଶା ଆସିବେ।

Related Articles

Leave a Reply

Your email address will not be published.

Back to top button