ଓଡ଼ିଶାପାଣିପାଗ ଓ ପରିବେଶରାଜ୍ୟ

ଭୁବନେଶ୍ଵରରେ ସର୍ବାଧିକ ତାପମାତ୍ରା ୩୯ ଡ଼ିଗ୍ରୀ ରେକର୍ଡ଼

ଭୁବନେଶ୍ଵର : ରାଜ୍ୟରେ ଅସହ୍ୟ ଗ୍ରୀଷ୍ମ ପ୍ରବାହ ଓ ଗୁଳୁଗୁଳି ଜାରି ରହିଛି । ଆଜି ଦିନ ୧୧ଟା ୩୦ ସୁଦ୍ଧା ୧୦ଟି ସହରର ତାପମାତ୍ରା ୩୨ ଡ଼ିଗ୍ରୀ ଉପରେ ରହିଛି । ଭୁବନେଶ୍ଵରରେ ସର୍ବାଧିକ ତାପମାତ୍ରା ୩୯ ଡ଼ିଗ୍ରୀ ରେକର୍ଡ଼ ହୋଇଛି ।

ସେହିପରି ଝାରସୁଗୁଡାରେ ୩୮.୪ ଡ଼ିଗ୍ରୀ, ସମ୍ବଲପୁରରେ ୩୮.୨ ଡ଼ିଗ୍ରୀ, ହୀରାକୁଦରେ ୩୭.୪ ଡ଼ିଗ୍ରୀ, ଚାନ୍ଦବାଲିରେ ୩୬.୬ ଡ଼ିଗ୍ରୀ, କେନ୍ଦୁଝରରେ ୩୬.୪ ଡ଼ିଗ୍ରୀ, ଗୋପାଳପୁରରେ ୩୪.୬ ଡ଼ିଗ୍ରୀ, ବାଲେଶ୍ଵରରେ ୩୩.୬ ଡ଼ିଗ୍ରୀ, ପୁରୀରେ ୩୩ ଡ଼ିଗ୍ରୀ ଏବଂ ପାରାଦୀପରେ ତାପମାତ୍ରା ୩୨.୬ ଡ଼ିଗ୍ରୀ ରେକର୍ଡ଼ ହୋଇଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।

Leave a Reply

Your email address will not be published.

Back to top button