ଆଜିଠୁ ତିନି ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର  – ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜିଠୁ ତିନି ଦିନିଆ ଦିଲ୍ଲୀ ଗସ୍ତରେ ଯିବେ । ସେ ସେଠାରେ କେନ୍ଦ୍ର ସରକାରଙ୍କ ଠାରେ ରାଜ୍ୟର ରହିଥିବା ବିଭିନ୍ନ ପେଂଡିଂ କାର୍ଯ୍ୟର ସମୀକ୍ଷା କରି ୧୩ ତାରିଖ ଦିନ ଓଡିଶା ଫେରିବେ । ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a reply

  • Default Comments (0)
  • Facebook Comments

Your email address will not be published. Required fields are marked *