ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଶିଷ୍ଟ କଥାକାର ସୁରେନ୍ଦ୍ର ମହାନ୍ତିଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।
ସେ ଟ୍ୱିଟ କରି କହିଛନ୍ତି ଯେ, ଓଡ଼ିଆ ସାହିତ୍ୟ ଜଗତର ଯଶସ୍ୱୀ କଥାକାର ସୁରେନ୍ଦ୍ର ମହାନ୍ତିଙ୍କ ଜୟନ୍ତୀରେ ମୋର ଶ୍ରଦ୍ଧାଞ୍ଜଳି ଜଣାଉଛି। ରାଜନୀତି, ସାହିତ୍ୟ ଓ ସାମ୍ବାଦିକତା କ୍ଷେତ୍ରରେ ନିଜର ସ୍ୱତନ୍ତ୍ର ଛାପ ଛାଡ଼ିବା ସହ ‘ନୀଳଶୈଳ’, ‘ବନ୍ଦୀ’ ପରି ଅନନ୍ୟ ସୃଜନସୃଷ୍ଟି ପାଇଁ ସେ ଚିରସ୍ମରଣୀୟ ।

Naxatra News is now on Whatsapp
Join and get latest news update delivered to you via whatsapp
Join Now