୧୦ ଜିଲ୍ଲାର ୩୬ ମ୍ୟୁନିସିପାଲିଟି ଏବଂ ଏନଏସି ପାଇଁ ୨୨୫.୫୩ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

Spread the love

ଭୁବନେଶ୍ୱର : ମୁକ୍ତା ଯୋଜନାରେ ଚଳିତ ଆର୍ଥିକବର୍ଷ ପାଇଁ ତୃତୀୟ ପର୍ଯ୍ୟାୟରେ ୧୦ ଜିଲ୍ଲାର ମ୍ୟୁନିସିପାଲିଟି ଏବଂ ଏନଏସି ପାଇଁ ଟଙ୍କା ମଞ୍ଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ । ୩୬ ମ୍ୟୁନିସିପାଲିଟି ଏବଂ ଏନଏସି ପାଇଁ ୨୨୫.୫୩ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଏହି ୧୦ ଜିଲ୍ଲା ହେଲା- ଢେଙ୍କାନାଳ , ଅନୁଗୁଳ, କେନ୍ଦୁଝର, ସମ୍ବଲପୁର, ସୁନ୍ଦରଗଡ, ବଲାଙ୍ଗିରଳ ସୁବର୍ଣ୍ଣପୁର, ବରଗଡ, ଝାରସୁଗୁଡା ଓ ଦେବଗଡ ।

Leave a Reply

Your email address will not be published. Required fields are marked *