ଓଡ଼ିଶା ଶିକ୍ଷା ସେବା ଅଧିକାରୀଙ୍କୁ ଆଜି ମୁଖ୍ୟମନ୍ତ୍ରୀ ପ୍ରଦାନ କରିବେ ନିଯୁକ୍ତି ପତ୍ର

Spread the love

ଭୁବନେଶ୍ୱର : ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧିନରେ ନିଯୁକ୍ତି ପାଇବେ ୧୬୦ ଜଣ ଓଡ଼ିଶା ଶିକ୍ଷା ସେବା ଅଧିକାରୀ । ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଷ୍ଟେଟ୍ କନଭେନସନ୍ ସେଣ୍ଟରଠାରେ ଏହି ନବନିଯୁକ୍ତ ଅଧିକାରୀମାନଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରାଯିବାର କାର୍ଯ୍ୟକ୍ରମ ରହିଛି ।

Leave a Reply

Your email address will not be published. Required fields are marked *