ଜୁଲାଇ ୭ରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣୀ ହେବ

ଆସନ୍ତା ସୋମବାର ଜୁଲାଇ ୭ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ହେବ। ଜୁନ୍ ୩୦ରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରି ଯେଉଁମାନେ ପୂର୍ବରୁ ପଞ୍ଜୀକରଣ କରିଥିଲେ, ଏହି ଶୁଣାଣୀ କେବଳ ସେମାନଙ୍କ ଲାଗି ଉଦ୍ଦିଷ୍ଟ। ଏମାନେ ପୁନଃ ପଞ୍ଜୀକରଣ କରିବାର ଆବଶ୍ୟକତା ନାହିଁ। ଆବେଦନକାରୀ ସେମାନଙ୍କ ପ୍ରାପ୍ତି ସ୍ୱୀକାରପତ୍ର, ବ୍ୟକ୍ତିଗତ ପରିଚୟପତ୍ର, ଆବେଦନପତ୍ର ସହ ଜନଶୁଣାଣୀରେ ଉପସ୍ଥିତ ରହିବେ।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *