ଘୁର୍ଣ୍ଣିବଳୟ ସକ୍ରିୟ : ପଶ୍ଚିମ ତଥା ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

Spread the love

ଭୁବନେଶ୍ଵର : ଉତ୍ତର ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ରହିଛି ଘୁର୍ଣ୍ଣିବଳୟ । ଯାହାର ପ୍ରଭାବରେ ଆଜି ରାଜ୍ୟରେ ବିସ୍ତୃତି ବର୍ଷା ସମ୍ଭାବନା ରହିଛି । ପଶ୍ଚିମ ତଥା ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲା ଗୁଡିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଭୁବନେଶ୍ଵର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।

Leave a Reply

Your email address will not be published. Required fields are marked *