ପଦ୍ମଶ୍ରୀ କମଳା ପୂଜାରୀଙ୍କ ପରଲୋକ

ପଦ୍ମଶ୍ରୀ କମଳା ପୂଜାରୀଙ୍କ ପରଲୋକ । ଆଜି ଭୋର ୫ଟା ସମୟରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି ପଦ୍ମଶ୍ରୀ କମଳା ପୂଜାରୀ । ୨ ଦିନ ତଳେ ଅସୁସ୍ଥ ହୋଇ ଏସସିବି ମେଡିକାଲର ଆଇସିୟୁରେ ଭର୍ତ୍ତି ହୋଇଥିଲେ । ଧାନ ଗବେଷଣା ଓ ସଂରକ୍ଷଣ ପାଇଁ କୋରାପୁଟ ଜିଲ୍ଲାର ଆଦିବାସୀ ମହିଳା ଭାବେ ସେ ଦେଶରେ ପରିଚିତ ଥିଲେ । ୨୦୧୯ ମାର୍ଚ୍ଚ ୧୬ରେ କେନ୍ଦ୍ର ସରକାର ତାଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରିଥିଲେ ।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *