ଅଭୟକାନ୍ତ ପାଠକଙ୍କ ୬୬ ଲକ୍ଷ ଟଙ୍କାର ସଂପତି ଆଟାଚ୍ କଲା ଇଡି

Spread the love

ଭୁବନେଶ୍ୱର : ପୂର୍ବତନ ଆଇଏଫଏସ୍ ଅଧିକାରୀ ଅଭୟକାନ୍ତ ପାଠକଙ୍କ ୬୬ ଲକ୍ଷ ଟଙ୍କାର ସଂପତି ଆଟାଚ୍ କରିଛି ପ୍ରବର୍ତନ ନିର୍ଦ୍ଦେଶାଳୟ (ଇଡି) । ପ୍ରିଭେନସନ୍ ଅଫ୍ ମନିଲଣ୍ଡରିଂ ଆଇନ୍ ବଳରେ ଇଡି  ଅଭୟ ପାଠକଙ୍କ ସମ୍ପତି ଆଟାଚ୍ କରିଛି । ଆୟବହିର୍ଭୂତ ସଂପତି ଓ ଚାକିରି କରାଇ ଦେବା ନାଁରେ ଅର୍ଥ କାରବାର ମାମଲାର ତଦନ୍ତ ଏବେବି ଜାରି ରଖିଛି ଇଡି ।

Leave a Reply

Your email address will not be published. Required fields are marked *